• KRISHI VIGYAN KENDRA, MALKANGIRI

    कृषि विज्ञान केंद्र, मालकानगिरी

    କୃଷି ବିଜ୍ଞାନ କେନ୍ଦ୍ର, ମାଲକାନଗିରି

Welcome to KVK Malkangiri

The Krishi Vigyan Kendra (KVK) is an agricultural extension center in India. The name means "farm science center". Usually associated with a local agricultural university, these centers serve as the ultimate link between the Indian Council of Agricultural Research and farmers, and aim to apply agricultural research in a practical, localized setting. All KVKs fall under the jurisdiction of one of the 11 Agricultural Technology Application Research Institutes (ATARIs) throughout India.

NEWS & EVENTS

1 02-08-2025: Prime Minister Kissan Saaman Nidhi Programme Conducted.
2 29-05-2025: Viksit Krishi Sankalp Abhiyan 2025, A Pre Kharif Campaign Started.
3 07-11-2024: Farmer Producer Organisation (FPO) Workshop conducted in Nov'2024
4 19-06-2024: ICAR-ATARI Kolkata organized Training on Landscape Diagnostic Survey
VIEW ALL

Our Mentors

Prof. Pawan Kumar Agrawal
Prof. Pravat Kumar Roul

Vice Chancellor, OUAT
Bhubaneswar
 

Prof. Lalita Mohan Garnayak
Prof. Prasannajit Mishra

Dean, Extension Education, OUAT
Bhubaneswar
 

Dr. Pradip Dey
Dr. Pradip Dey

Director, ICAR-ATARI
Kolkata
 

Message from Senior Scientist & Head

I take this opportunity in mentioning here that Krishi Vigyan Kendra, Malkangiri continues with its restless effort to bring a change in the farming community intervening through need based On-Farm trials, Frontline Demonstrations, Training, Exposure to the new areas with young dynamic scientists and staff. KVK, Malkangiri has taken many extensive and intensive programmes in the field of Agronomy, Plant Protection, Plant Science and Soil Testing with an aim to boost the production and change in knowledge and skill of farmers, farmwomen and other stake holders. KVK Malkangiri is taking its utmost care in transformation of technology to all categories of farming community of the district.The major focus is to increase the income of the farmers by decreasing production cost and popularizing resource conservation practices. It also focuses income generation of farm women in rural youth by adoption of sustainable agri-enterprises and farming system models. KVK is executing various activities with the vision to empower the farming community by proper utilization of available resource based with timely problem identification and solving.

Dr. Debiprasad Dash

Dr. Sidhartha Kar, Kvk, Malkangiri
Dr. Debiprasad Dash

Senior Scientist & Head
KVK, Malkangiri
 

Mandate of KVK

Following are the list of Mandate of KVK:
  • Organize short and long term vocational training courses and allied vocation for the farmer and rural youth with emphasis on "Learning by Doing" for higher productions on farm and generating self employment.
  • Organize training to update the extension personal with emerging advances in agriculture research on regular basis.
  • Conducting "On Farm Testing" for identifying technology in terms of location specific sustainable land use.
  • Organise "Front Line Demonstration" on various crops to generate production data and feedback information.

Agro Advisory

ରୁଆ ଧାନ: (୨୦୨୫ ମସିହା ଅଗଷ୍ଟ ମାସ ଦ୍ବିତୀୟ ପକ୍ଷ ପାଇଁ କାର୍ଯ୍ୟପନ୍ଥା)
  • ଅଗଷ୍ଟ ମାସ ଦ୍ବିତୀୟ ପକ୍ଷ ଶେଷ ସୁଦ୍ଧା ତଳି ରୁଆ ଶେଷ କରି ଦିଅନ୍ତୁ ।
  • ମଧ୍ୟମ ଓ ବିଳମ୍ବ କିସମ ପାଇଁ ଏକର ପିଛା ( ୪ କେ.ଜି. ୟୁରିଆ + ୩୫ କି.ଗ୍ରା. ଡି.ଏ.ପି + ୨୭ କି.ଗ୍ରା ଏମ୍.ଓ.ପି) କିମ୍ବା (୧୮ କି.ଗ୍ରା ୟୁରିଆ + ୧୦୦ କି.ଗ୍ରା. ଏସ୍.ଏସ୍.ପି. + ୨୭ କି.ଗ୍ରା ଏମ୍.ଓ.ପି) ଶେଷ ଓତ କାଦୁଅ କରିବା ସମୟରେ ମୂଳସାର ଭାବେ ପ୍ରୟୋଗ କରନ୍ତୁ । ସଅଳ କିସମ ପାଇଁ ଏକର ପିଛା (୨୧ କି.ଗ୍ରା. ୟୁରିଆ + ୩୫ କି.ଗ୍ରା. ଡି.ଏ.ପି.+ ୨୭ କି.ଗ୍ରା. ଏମ୍.ଓ.ପି.) କିମ୍ବା ୨୭ କି.ଗ୍ରା. ୟୁରିଆ + ୧୦୦ କି.ଗ୍ରା. ଏସ୍.ଏସ୍.ପି.) + ୨୭ କି.ଗ୍ରା. ଏମ୍.ଓ.ପି) ମୂଳସାର ଭାବେ ପ୍ରୟୋଗ କରନ୍ତୁ ।
  • ସଙ୍କରଜାତୀୟ ଧାନ କିସମ ପାଇଁ (୩୨ କି.ଗ୍ରା. ୟୁରିଆ+୫୩ କି.ଗ୍ରା. ଡି.ଏ.ପି. + ୪୦ କି.ଗ୍ରା. ଏମ୍.ଓ.ପି.) କିମ୍ବା (୫୨ କି.ଗ୍ରା. ୟୁରିଆ + ୧୫୦ କି.ଗ୍ରା. ଏସ୍.ଏସ୍.ପି. + ୪୦ କି.ଗ୍ରା. ଏମ୍.ଓ.ପି.) ମୂଳସାର ଭାବେ ଶେଷ ଓଡ କାଦୁଅ କରିବା ସମୟରେ ପ୍ରୟୋଗ କରନ୍ତୁ।
  • ଯେଉଁ ଜମିରେ ବୋରନ୍‌ର ଅଭାବ ଥାଏ ସେଠାରେ ଏକର ପିଛା ବୋରାକ୍ଟ ୪ କି.ଗ୍ରା. ଶେଷ ଓଡ୍ର ଜମି ପ୍ରସ୍ତୁତ ସମୟରେ ପ୍ରୟୋଗ କରନ୍ତୁ ।
  • ଅଧିକ ଅମଳକ୍ଷମ ଧାନର ୨୫ ରୁ ୩୦ ଦିନର ତଳି ୨୦ X ୧୫ ସେ.ମି. ବ୍ୟବଧାନରେ ବୃଦା ପ୍ରତି ୨-୩ ଟି ତଳିରୁଅନ୍ତୁ ଏବଂ ସଙ୍କରଜାତୀୟ ଧାନ ବୁଦା ପ୍ରତି ୧-୨ ଟି ତଳିରୁଅନ୍ତୁ ।
  • ବିଳସରେ ଧାନ ତଳି ରୋଇବାର ଥିଲେ ଋଷୀଭାଇମାନେ କମ୍ ଦିନିଆ ମଧ୍ୟମ କିସମର ୨୫ ରୁ ୩୦ ଦିନିଆ ତଳି କିମ୍ବା ଅଧୂକ ଦିନିଆ କିସମର ୪୫ ରୁ ୫୦ ଦିନିଆ ତଳି ରୋଇପାରିବେ । ଅଧିକ ଦିନିଆ ତଳିକୁ ୧୫ ଢ ୧୫ ସେ.ମି. ବ୍ୟବଧାନରେ ୪ ରୁ ୫ ଟି ତଳି ଅଳ୍ପ ଗଭୀରରେ ରୋଇବା ଉଚିତ୍।
  • ଘାସ ନିୟନ୍ତ୍ରଣ ପାଇଁ ଏକର ପିଛା ୪ କି.ଗ୍ରା. ଘାସମରା ଦାନାଦାର ବେନ୍‌ସଲଫ୍ୟୁରାନ୍ ମିଥାଇଲ ୦.୬% + ପ୍ରେଟିଲାକ୍ଲୋର ୬% ଜି.ଆର. ସହିତ ୪ କି.ଗ୍ରା ବାଲି ମିଶାଇ ଧାନ ତଳି ରୋଇବାର ୫ ରୁ ୧୦ ଦିନ ପରେ ପ୍ରୟୋଗ କରନ୍ତୁ କିମ୍ବା ଘାସ ଗଜା ହେବାର ୮ ରୁ ୧୦ ଦିନ ପରେ ଅର୍ଥାତ୍ ଘାସ ୨-୩ ଟି ପତ୍ର ହୋଇଥିବା ଅବସ୍ଥାରେ ୧୨୦ ମି.ଲି. ବିସ୍‌ପାଇରିବାକ୍ସୋଡିୟମ୍‌ ୧୦% ଏସ୍.ସି. ୧୬ ଲିଟର କ୍ଷମତା ବିଶିଷ୍ଟ ସ୍ପ୍ରେୟରରେ ୮ ଟାଙ୍କି ଦ୍ରବଣ ପ୍ରୟୋଗ କରନ୍ତୁ କିମ୍ବା ଏକର ପିଛା ୯୦୦ ମି.ଲି. ପେନୋକ୍ଟଲମ୍ + ସାଇହାଲୋଫପ୍ ବ୍ୟୁଟାଇଲ (ଭିଭାୟ) କିମ୍ବା ଏକର ପିଛା ୨୪୦ ଗ୍ରାମ୍ ଫେନୋକ୍ଟାପ୍ରୋ-ପି-ଇଥାଇଲ + ୫୦ ଗ୍ରାମ୍ ଇଥୋକ୍ସିସଲଫ୍ୟୁରାନ୍ (ରାଇସ୍ରଷ୍ଟାର + ସନ୍‌ରାଇଜ୍) ଧାନ ବୁଣିବାର ୧୫ ରୁ ୨୦ ଦିନରେ ୧୬ ଲିଟର କ୍ଷମତା ବିଶିଷ୍ଟ ସ୍ପ୍ରେୟରରେ ୮ ଟାଙ୍କି ଦ୍ରବଣ ପ୍ରୟୋଗ କରନ୍ତୁ ।
  • ଯଦି ତଳିଘରାରେ ଉକୁଣିଆ ପୋକ ଦେଖାଯାଏ ତେବେ ଏକର ପ୍ରତି NSKE (ଆଜାତିରାକ୍ଟିନ୍ ୦.୧୫%) ୮୦୦ ମି.ଲି. ଏକର ପ୍ରତି ଏକ ଲିଟର କିମ୍ବା ଥାୟାମିଥୋକ୍ଲାମ୍ ୨୫% ଡବ୍ଲ୍ୟୁ.ଜି. ୪୦ ଗ୍ରାମ୍ ୨୦୦ ଲିଟର ପାଣିରେ ମିଶାଇ ସିଂଚନ କରନ୍ତୁ।
  • ଯେଉଁ ଅଂଚଳରେ ମାଟିଆଗୁଣ୍ଡି ପୋକର ପ୍ରାଦୁର୍ଭାବର ସମ୍ଭାବନା ଅଧିକ ଥାଏ, ସେଠାରେ ୮-୧୦ ଟି ଧାଡି ଧାନ ରୋଇବା ପରେ ଏକ ଧାର୍ଡ ବ୍ୟବଧାନ ଛାଡି ପୁଣି ଭୁଅନ୍ତୁ ।
  • କାଣ୍ଡବିନ୍ଧା ପୋକ ପ୍ରାଦୁର୍ଭାବ ସମ୍ଭାବନା ଥିବା ଅଂଚଳରେ ଟ୍ରାଇକୋଗ୍ରାମା ଜାପୋନିକମ୍ ପରଜିବୀର ଅଣ୍ଡା ଏକର ପ୍ରତି ୨୦,୦୦୦ (ଅର୍ଥାତ୍ ୧-୨ଟି ଟ୍ରାଇକୋ କାର୍ଡ) ୪-୫ ଥର ବ୍ୟବହାର କରନ୍ତୁ ।
  • କାଣ୍ଡବିନ୍ଧା ପୋକ ଓ ପତ୍ରମୋଡା ପୋକର ଦମନ ପାଇଁ ଏକର ପିଛା ଗୋଟିଏ ଲାଇଟଟ୍ରାପ୍ (ଆଲୋକ ଯନ୍ତା) ବ୍ୟବହାର କରନ୍ତୁ ।
  • ଧାନ ଫସଲରେ କାଣ୍ଡବିନ୍ଧା ପୋକ ଏବଂ ପତ୍ରମୋଡା ପୋକର ନିରୀକ୍ଷଣ ପାଇଁ ଏକର ପିଛା ତିନୋଟି ଫେରୋମୋନ ଟ୍ରାପ୍ ରଖନ୍ତୁ । ଯଦି ଗୋଟିଏ ଦିନରେ ଟ୍ରାପ୍ ପିଛା ୪ ରୁ ୫ଟି ପୁରୁଷ ପ୍ରଜାପତି ପଡନ୍ତି, ତେବେ ଏକର ପିଛା ୮୦୦ ମି.ଲି. ଆଜାଡିରାକ୍ଟିନ୍ ୦.୧୫% ଇ.ସି. କିମ୍ବା ୪ କି.ଗ୍ରା. କ୍ଲୋରାନଟ୍ରାନିଲିପ୍ରୋଲ ୪% ଜି.ଆର. ସସ୍ଥିତ ବାଲି ସମାନ ଭାବରେ ମିଶାଇ କିମ୍ବା ୬୦ ମି.ଲି. କ୍ଲୋରାନ୍‌ଟ୍ରାନିପ୍ରୋଲ ୧୮.୫% ଏସ୍.ସି. କିଭା ୧୦୦ ରୁ ୧୨୦ ମି.ଲି. ଟେଟ୍ରାନିଲିପ୍ରୋଲ ୨୦୦ ଏସ୍.ସି. ୨୦୦ ଲିଟର ପାଣିରେ କିମ୍ବା ୧୦ କି.ଗ୍ରା. କାର୍ଟାପ୍ ହାଇଡ୍ରୋକ୍ଲୋରାଇଡ୍ ୪ ଜି. କିମ୍ବା ୫୦ ଗ୍ରାମ୍ ଫୁବେଣ୍ଡାଡିଆମାଇଡ୍ ୨୦ ଡବ୍ଲ୍ୟୁ.ଜି. ୨୦୦ ଲିଟର ପାଣିରେ ମିଶାଇ ପ୍ରୟୋଗ କରନ୍ତୁ ।
  • ଧାନବୁଦା ପ୍ରତି ଯଦି ୨ଟି ମୋଡାପତ୍ର ଦେଖାଯାଏ, ତେବେ ପତ୍ରମୋଡା ପୋକର ନିୟନ୍ତ୍ରଣ ପାଇଁ ଏକର ପିଛା ୬୦ ମି.ଲି. କ୍ଲୋରାନ୍‌ଟ୍ରାନିଲିପ୍ରୋଲ ୧୮.୫ % ଏସ୍.ସି କିମ୍ବା ୫୦ ଗ୍ରାମ୍ ଫୁବେଣ୍ଡାଡିଆମାଇଡ୍ ୨୦ ଡବ୍ଲ୍ୟୁ.ଜି. କିମ୍ବା ୪୦୦ ଗ୍ରାମ କାର୍ଟାପ୍ ୫୦ ଡବ୍ଲ୍ୟୁ.ପି. କିମ୍ବା ୬୪୦ ମି.ଲି. କୁଇନାଲଫସ୍‌ ୨୫ ଇ.ସି. ୨୦୦ ଲିଟର ପାଣିରେ ମିଶାଇ ପ୍ରୟୋଗ କରନ୍ତୁ ।
  • ଅନ୍ୟ ପୁରୁଣା ଗଛରୁ ପିଲ ବାହାରକରି ଶୂନ୍ୟସ୍ଥାନ ପୂରଣ କରନ୍ତୁ ଯେପରିକି ସବୁଆଡେ ଗଛ ସଂଖ୍ୟା ସମାନ ଦେଖାଦେବ ତଥା ବର୍ଗ ମିଟର ପିଛା ୩୩ ଟି ବୁଦା ରସ୍ପିବ ।
  • ଯେଉଁ ଜମିରେ ଦସ୍ତା ପରିମାଣ କମ୍ ଥିବ, ଏକ ଏକର ପିଛା ଜିଙ୍କ୍ ଇ.ଡି.ଟି.ଏ ୧ ଲିଟର ପାଣିରେ ଅଧା ଗ୍ରାମ ମିଶାଇ ତଳି ରୋଇବାର ୩୦ ଦିନ ଏବଂ ୪୫ ଦିନ ପରେ ଦୁଇ ଥର ସିଂଚନ କରନ୍ତୁ କିମ୍ବା ଜିଙ୍କ୍ ସଲଫେଟ୍ ୦.୫% (ଅର୍ଥାତ୍ ଏକର ପାଇଁ ୨ କି.ଗ୍ରା. ଜିଙ୍କ୍ ସଲଫେଟ୍ ସହିତ ୧୦ କି.ଗ୍ରା. ଚୁନକୁ ୪୦୦ ଲିଟର ପାଣିରେ ପ୍ରସ୍ତୁତ ଦ୍ରବଣ) ୧୫ ଦିନ ବ୍ୟବଧାନରେ ତିନି ଥର ସିଂଚନ କରନ୍ତୁ ।
  • ପତ୍ରାଚ୍ଛଦ ପୋଡା ରୋଗ ଦମନ କରିବା ପାଇଁ ଟେବୁକୋନାଜୋଲ ୫୦% ସହିତ ଟ୍ରାଇଫ୍ଲୋକ୍ସିଷ୍ଟୋବିନ୍ ୨୫% ଡବ୍ଲ୍ୟୁ.ଜି. ୦.୪ ଗ୍ରାମ୍ କିମ୍ବା ପ୍ରୋପିକୋନାଜୋଲ ୭୫% ୧ ମି.ଲି. ଏକ ଲିଟର ପାଣିରେ କିମ୍ବା ହେକ୍ଟାକୋନାଜଲ ୫୦% ୨ ମି.ଲି. କିମ୍ବା ଭାଲିତାମାଇସିନ୍ ୩ ଏଲ ୨ ମି.ଲି. ଏକ ଲିଟର ପାଣିରେ ମିଶାଇ ୭-୧୦ ଦିନ ଅନ୍ତରରେ ଦୁଇଥର ସିଂଚନ କରନ୍ତୁ। ଏକ ଲିଟର ପ୍ରତି ୨୦୦ ଲିଟର ଦ୍ରବଣ ପ୍ରୟୋଗ କରନ୍ତୁ।
  • ଧାନ ଗଛରେ ପତ୍ରପୋଡା/ପତ୍ରାଗାର ରୋଗ ଦେଖା ଦେଲେ ୧ ଲିଟର ପାଣିରେ କପର ଅକ୍ତିକ୍ଲୋରାଇଡ୍ ୧ ଗ୍ରାମ୍ ସହିତ ପ୍ଲାଟୋମାଇସିନ୍ ୧ ଗ୍ରାମ ମିଶାଇ ସିଂଚନ କରନ୍ତୁ । ଏକ ଏକର ଜମି ପାଇଁ ୨୦୦ ଲିଟର ପାଣି ଆବଶ୍ୟକ ହୋଇଥାଏ।
  • ମହିଷା ରୋଗ ଦେଖା ଦେଲେ ଏକ ଲିଟର ପାଣିରେ ଟେବୁକୋନାଜୋଲ ୫୦% + ଟ୍ରାଇପ୍ଲେକ୍ସିଷ୍ଟ୍ରୋବିନ ୨୫% (ନାଟିଭୋ ୭୫% ଡବ୍ଲ୍ୟୁ.ଜି.) ୦.୪ ଗ୍ରାମ କିମ୍ବା କାର୍ବେଣ୍ଡାଜିମ୍ ୫୦ ଡବ୍ଲ୍ୟୁ.ପି ୨ ଗ୍ରାମ ହିସାବରେ ସିଂଚନ କରନ୍ତୁ ।
  • ନତୁବା ଏକ ଲିଟର ପାଣିରେ ସତେଜ ବେଲ ପତ୍ର ବଟା (୨୫ ଗ୍ରାମ୍ ପତ୍ର) କିମ୍ବା ତୁଳସୀ ପତ୍ର ବଟା (୨୫ ଗ୍ରାମ୍ ପତ୍ର) କିମ୍ବା ନିମ୍ବ ପତ୍ର ବଟା (୨୦୦ ଗ୍ରାମ୍ ପତ୍ର) ମିଶାଇ ସିଂଚନ କରନ୍ତୁ ।
Weather Forecast
MALKANGIRI WEATHER